ଭୁବନେଶ୍ୱର: ଆଜି ରାଜ୍ୟରୁ ସୁସ୍ଥ ହେଲେ ୨୨୮ ଜଣ କରୋନା ଆକ୍ରାନ୍ତ | ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୯ ହଜାର ୫୪୬ କୁ ବୃଦ୍ଧି ପାଇଛି | ସୁସ୍ଥଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩୯ ଜଣ ଥିବା ବେଳେ ଅନୁଗୁଳରୁ ଅଛନ୍ତି ୨୩ ଜଣ | ଯେବେକି ଷ୍ଟେଟ ପୁଲରୁ ୫ ଜଣ ସୁସ୍ଥ ହୋଇ ଫେରିଥିବା ଜଣାଯାଇଛି |
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…