ରାଜ୍ୟ

ଜୁଆ ଆଡ୍ଡାରେ ଚଢ଼ାଉ, ୨୫ ଜୁଆଡି ଗିରଫ

ଟିଟିଲାଗଡ଼(କେନ୍ୟୁଜ୍‌): ଟିଟିଲାଗଡ଼ ପୋଲିସ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି୨୫ ଜଣ ଜୁଆଡିଙ୍କୁ ଗିରଫ କରିଛି। କୁମୁଡା ଗାଁର ଏକ ଘରେ ଜୁଆ ଖେଳ ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ବଲାଙ୍ଗୀର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଏକ ସ୍ୱତନ୍ତ୍ର ଫୋର୍ସ ଗଠନ କରି ଟିଟିଲାଗଡ଼ ଥାନା ପୋଲିସ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା। ୨୫ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ନଗଦ ଏକ ଲକ୍ଷ ୭୮ହଜାର ୬୪୧ ଟଙ୍କା ଜବତ କରିଛି । ୯ଟି ବାଇକ,୨୧ଟି ମୋବାଇଲ ଫୋନ ସହ ପାଞ୍ଚ ପ୍ୟାକେଟ ତାସ ବି ପୋଲିସ ଜବତ କରିଛି । ଜୁଆଡିଙ୍କୁ କୋର୍ଟ ଚାଲାଣ କରାଯାଇଥିୱା ଟିଟିଲାଗଡ଼ ଏସଡିପିଓ ଅଙ୍କିତା କୁମ୍ଭାର କହିଛନ୍ତି।

KNews Bureau

Recent Posts

ଜମି ଜମା ବିବାଦକୁ ନେଇ କରୁଣ ପରିଣିତି, ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା

ମୟୁରଭଞ୍ଜ : ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ଭୁଲିଗଲା ସବୁ ସମ୍ପର୍କ । ପିଲାଦିନେ ଯେଉଁ…

11 mins ago

ଫ୍ରିରେ ଏସି ଚଲାଇବାକୁ ଚାହୁଁଛନ୍ତି କି ? ଘର ଛାତ ଉପରେ ଲଗାନ୍ତୁ ଏହି ମେସିନ୍‌

ଆପଣ ଏହି ଗରମରେ ନିଜ ଘରେ ନିଶ୍ଚିତ ଭାବେ ଏସି ଲଗାଇଥିବେ । ଏସିର ବିଲ୍‌ ବି ଅଧିକ ଆସୁଥିବ…

13 mins ago

ରହସ୍ୟର ଗନ୍ତାଘର କୋଣାର୍କ ମନ୍ଦିର, ଜାଣନ୍ତୁ ଏହାର ଇତିହାସ

କୋଣାର୍କ ମନ୍ଦିର । ନିଜର କଳା ଚାତୁରୀରେ ସମସ୍ତଙ୍କ ମନ ଜିଣିଛି । ଦେଶ ବିଦେଶର ଲୋକଙ୍କୁ ଚକିତ ବିସ୍ମିତ…

17 mins ago

ଆସନ୍ତାକାଲି ଇଦ ଉଲ ଜୁହା ପର୍ବ, ୪୦ରୁ ଉର୍ଦ୍ଧ୍ବ ମସଜିଦରେ ସମୂହ ନମାଜ ପାଠ

କଟକ : ଆସନ୍ତାକାଲି ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନେ ଉତ୍ସାହର ସହିତ ପାଳନ କରିବାକୁ ଯାଉଛନ୍ତି ଇଦ ଉଲ ଜୁହା…

18 mins ago

ମୁଖ୍ୟମନ୍ତ୍ରୀ ଆଗତ କରିବେ ପ୍ରଥମ୍ ବଜେଟ, ଜୁଲାଇରେ ଆସିପାରେ ବଜେଟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଆଗତ କରିବେ ପ୍ରଥମ୍ ବଜେଟ । ନିଜ ପାଖରେ ଅର୍ଥ ବିଭାଗ ରଖିଥିବାରୁ ମୋହନ ସରକାରର…

36 mins ago

ଜଳୁଛି ହିମାଚଳର ସୋଲନ ଜଙ୍ଗଲ, ନିଆଁକୁ ଆୟତ୍ତ କରିବାକୁ ଚାଲିଛି ଚେଷ୍ଟା

ଜଳୁଛି ଜଙ୍ଗଲ । ଦେଶର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିବା ଘଟଣା ଥମିବାର ନାଁ ଧରୁନାହିଁ । ଉତ୍ତରାଖଣ୍ଡ ଓ…

51 mins ago