ଢେଙ୍କାନାଳ : ଭୁବନରେ କାୟା ମେଲାଉଛି ଜଣ୍ଡିସ୍ । ଜଣ୍ଡିସ୍ କବଳରେ ଏବେ ୨୫ରୁ ଅଧିକ ଆକ୍ରାନ୍ତ । ଭୁବନ ଏନଏସିରେ ବିପର୍ଯ୍ୟସ୍ତ ପରିମଳ ଓ ଦୂଷିତ ପାଣି ପାଇଁ ରୋଗ ବ୍ୟାପୁଥିବା ଅଭିଯୋଗ ହୋଇଛି । ଏନଏସିରେ ଜଳ ଯୋଗାଣ ପାଇଁ ବିଛା ଯାଇଥିବା ପାଇପ ଜରିଆରେ ଦୂଷିତ ଡ୍ରେନ ପାଣି ମିଶି ରୋଗ ବ୍ୟାପୁଛି । ଏନେଇ ବାରମ୍ବାର ଅଭିଯୋଗ କରାଯାଇଥିଲେ ବି ପ୍ରଶାସନର ଏଥି ପ୍ରତି ନିଘା ନାହିଁ ।
ଦିନକୁ ଦିନ ଅଞ୍ଚଳରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଫଳରେ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସହିତ କଟକ ବଡ଼ ମେଡିକାଲରେ ଭର୍ତ୍ତି ହେଉଛନ୍ତି । ଧୀରେ ଧୀରେ ଏହା ବ୍ୟପୁଥିବା ବେଳେ ପ୍ରଶାସନ ତରଫରୁ ସେମିତି ବିଶେଷ କିଛି ପଦକ୍ଷେପ ନିଆଯାଉନି । ଏନେଇ କୌଣସି ପ୍ରଶାସନିକ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନି ।
ତୁରନ୍ତ ପରିମଳ ଓ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁଧାରିବା ପାଇଁ ସାଧାରଣରେ ଦାବି ହୋଇଛି ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…