ବ୍ରହ୍ମପୁର(କେନ୍ୟୁଜ୍): ଓଲଟିଲା ତୀର୍ଥଯାତ୍ରୀ ବସ୍। ବସ୍ ଓଲଟି ୨୫ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନିକଟରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ବସ୍ଟି ତୀର୍ଥଯାତ୍ରୀଙ୍କୁ ନେଇ ପୁରୀରୁ ତାମିଲନାଡୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଆହତଙ୍କୁ ପୋଲିସ ଓ ସ୍ଥାନୀୟ ଲୋକେ ଉଦ୍ଧାର କରି ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍ରେ ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିଲେ।
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…