ରାଜ୍ୟ

ସ୍କୁଲରେ ମ୍ୟୁଜିକ ଚେୟାର ଚାଲିଥିବା ବେଳେ ଅଘଟଣ : ନିଶ୍ୱାସ ନେବା ବେଳେ ଛାତିରେ ଯନ୍ତ୍ରଣା, ୨୫ଛାତ୍ରୀ ଗୁରୁତର

ସୋର (କେନ୍ୟୁଜ): ୨୫ ଛାତ୍ରୀ ଗୁରୁତର । ସୋର ବରଖୁଡ଼ି ଏମ୍‌ଇ ସ୍କୁଲରେ ମ୍ୟୁଜିକ ଚେୟାର ଖେଳ ବେଳେ ୨୫ଛାତ୍ରୀ ଗୁରୁତର ହୋଇଛନ୍ତି। ନିଃଶ୍ୱାସ ନେବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ସମସ୍ତ ଛାତ୍ରୀଙ୍କୁ ସୋର ଡ଼ାକ୍ତରଖାନରେ ଭର୍ତ୍ତି କରାଯାଇଛି। ଅତି ଗୁରୁତର ଛାତ୍ରୀଙ୍କୁ ବାଲେଶ୍ଵର ସ୍ଥାନାନ୍ତରିତ କରାଯାଇଛି। ଅଧିକାଂଶ ଛାତ୍ରୀଙ୍କୁ ଅକ୍ସିଜେନ୍‌ ଦିଆଯାଇଛି ।

ସମସ୍ତ ଛାତ୍ରୀ ସୁସ୍ଥ ଅଛନ୍ତି ବୋଲି ସୋର ଡ଼ାକ୍ତରଖାନାର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ାକ୍ତର ସତ୍ୟନାରାୟଣ ନାୟକ କହିଛନ୍ତି। ଛାତ୍ରୀ ମାନେ ମାନସିକ ସ୍ତରରେ ଦୁର୍ବଳ ହୋଇପଡିଥିବା କହିଛନ୍ତି ।

Barsha

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

14 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

31 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

43 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

53 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

56 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago