ବାଲିଗୁଡା (କେନ୍ୟୁଜ) : ବ୍ରାହ୍ମଣୀଗାଁ ଥାନା ମହାଗୁଡି ନିକଟ ବୁଲାଣି ରାସ୍ତାରେ ବସ୍ ଦୁର୍ଘଟଣା । ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ୍ ଓଲଟି ୨୫ ଜଣ ଆହତ ହୋଇଛନ୍ତି । ଗୁରୁତରମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟମାନେ ବ୍ରାହ୍ମଣୀ ଗାଁ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଏହି ପର୍ଯ୍ୟଟକମାନେ ପଶ୍ଚିମବଙ୍ଗରୁ ଦାରିଙ୍ଗିବାଡି ବୁଲିବାକୁ ଆସିଥିଲେ । ଦାରିଙ୍ଗିବାଡିରୁ ଗୋପାଳପୁର ଅଭିମୁଖେ ଯିବାବେଳେ ଘଟିଛି ଏହି ବଡ ଦୁର୍ଘଟଣା । ତେବେ କେଉଁ କାରଣରୁ ଏପରି ଦୁର୍ଘଟଣା ଘଟିଲା ତାହା ସ୍ପଷ୍ଟ ହୋଇନାହିଁ ।
ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…
ଭଦ୍ରକ( କେନ୍ୟୁଜ୍): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…
ପୁରୀ(କେନ୍ୟୁଜ୍): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…
ଭଦ୍ରକ (କେନ୍ୟୁଜ୍): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…
ଭୁବନେଶ୍ୱର(କେନ୍ୟୁଜ୍): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…
ଭୁବନେଶ୍ୱର(କେନ୍ୟୁଜ୍): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…