ରାଜ୍ୟ

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୨୫୬୩ ଜଣ ଆକ୍ରାନ୍ତ

କେନ୍ୟୁଜ୍(ବ୍ୟୁରୋ): ଆଶ୍ବସ୍ତିକର ଖବର। ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୨୫୬୩ ଜଣ ଆକ୍ରାନ୍ତ। ଏଥିରେ କଟକ ଜିଲ୍ଲାରୁ ସର୍ବାଧିକ ୪୧୮ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ସୂଚନା ଦିଆଯାଇଛି। ଆଜିର ସୁସ୍ଥଙ୍କୁ  ମିଶାଇ ରାଜ୍ୟରେ  ।   କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୩ ହଜାର ୨୦୯ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ଆଜି ୩୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଯାଜପୁରରୁ ୨୫୧, ପୁରୀରୁ ୧୬୯, କେନ୍ଦ୍ରାପଡ଼ାରୁ ୧୬୭, ମୟୂରଭଂଜରୁ ୧୪୮, ବାଲେଶ୍ୱରରୁ ୧୪୭, ଭଦ୍ରକରୁ ୧୧୮ ଓ ଜଗତସିଂହପୁରରୁ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି କେନ୍ଦୁଝରରୁ ୯୪, ଢେଙ୍କାନାଳରୁ ୮୦, ଅନୁଗୁଳରୁ ୬୭, ନୟାଗଡ଼ରୁ ୫୩, ମାଲକାନଗିରିରୁ ୩୮, କୋରାପୁଟରୁ ୨୯, ରାୟଗଡ଼ାରୁ ୨୫, ସୁନ୍ଦରଗଡ଼ରୁ ୨୨, ବୌଦ୍ଧ, ନବରଂଗପୁର ଏବଂ ସମ୍ବଲପୁରରୁ ୨୧ ଜଣ ଲେଖାଏଁ, କନ୍ଧମାଳରୁ ୧୯, ସୁବର୍ଣ୍ଣପୁରରୁ ୧୫, ବରଗଡ଼ରୁ ୧୨, ଝାରସୁଗୁଡ଼ାରୁ ୧୦, ଗଂଜାମରୁ ୯, ଗଜପତି ଏବଂ ନୂଆପଡ଼ାରୁ ୮ ଜଣ ଲେଖାଏଁ, ଦେବଗଡ଼ରୁ ୭, କଳାହାଣ୍ଡିରୁ ୬, ବଲାଙ୍ଗୀରରୁ ୪ ଓ ରାଜ୍ୟପୁଲରୁ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago