ରାଜ୍ୟ

ଜଳ ସମ୍ପଦ ବିଭାଗ ହେବ ଅଧିକ କାର୍ଯ୍ୟକ୍ଷମ, ୨୫୭ ଜଣ କନିଷ୍ଠ ଯନ୍ତ୍ରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍): ନୂଆ କନିଷ୍ଠ ଯନ୍ତ୍ରୀ ନିଯୁକ୍ତ । ରାଜ୍ୟ ଜଳ ସମ୍ପଦ ବିଭାଗରେ ୨୫୭ ଜଣ କନିଷ୍ଠ ଯନ୍ତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି । ୨୫୭ ଜଣଙ୍କ ମଧ୍ୟରେ ୮୭ ଜଣ ମହିଳା କନିଷ୍ଠ ଯନ୍ତ୍ରୀ ଅଛନ୍ତି । ଲୋକସେବା ଭବନରେ ଆୟୋଜିତ ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନବନିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇବା, ବନ୍ୟା ପରିଚାଳନା ସହ ଲୋକଙ୍କ ଜୀବନ ଏବଂ ସମ୍ପତ୍ତି ସୁରକ୍ଷା ପାଇଁ ମଧ୍ୟ ବିଭାଗ ଦାୟୀ ରହିବ । ରାଜ୍ୟରେ ଅଢ଼େଇ ହଜାରରୁ ଅଧିକ ଡ୍ୟାମ୍‌ ରହିଛ । ସେଥିମଧ୍ୟରୁ ଲୋୟର ସୁକ୍‌ତେଲ, କାନପୁର ଏବଂ ଘଟକେଶ୍ୱର ଭଳି ମୁଖ୍ୟ ଡ୍ୟାମର ବିକାଶ କାର୍ଯ୍ୟ ଚାଲିଛି ।.

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

5 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

9 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

9 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

10 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

10 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

10 hours ago