ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଦିନକୁ ଦିନ ପୁଣି ବଢୁଛି କରୋନା ସଂକ୍ରମଣ । କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଗତ ୨୪ ଘଣ୍ଟାରେ ନୂଆ ୨୫୮ ପଜିଟିଭ ଚିହ୍ନଟ ହୋଇଛି ।
ସେପଟେ କରୋନାରେ ଆକ୍ରାନ୍ତ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । କଟକ scb ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ୮୦ ବର୍ଷୀୟା ବୃଦ୍ଧଙ୍କର ମୃତ୍ୟୁ ହୋଇଛି ମୃତକ ଜଣଙ୍କ ହେଉଛନ୍ତି ପୁରୀ ଜିଲ୍ଲା। ବୃଦ୍ଧ ଜଣକ କରୋନା ପଜିଟିଭ ଚିହ୍ନଟ ହେବା ପରେ ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ କଟକ ଏସସିବିକୁ ରେଫର କରାଯାଇଥିଲା। ସେଠାରେ ତାଙ୍କୁ କୋଭିଡ ୱାର୍ଡ icu ରେ ରଖାଯାଇଥିଲା। ହେଲେ ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବା ପରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…