କାମାକ୍ଷାନଗର ଉପଖଣ୍ଡର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢଉ, ୨୭୦ଲିଟର ଦେଶୀ ମଦ ଜବତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢଉ । ୨୭୦ଲିଟର ଦେଶୀ ମଦ ସହ ବୋଲେରୋ ଓ ବାଇକ ଜବତ କରିଛି ଅବକାରୀ ବିଭାଗ । ଏହାସହ ଜଣକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.