ରାଜ୍ୟ

ଭୁବନେଶ୍ବର : ଟ୍ରକ୍ରୁ ୨୭୩ କେଜି ଗଞ୍ଜେଇ ଜବତ

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ବରରୁ 273କେଜି ଗଞ୍ଜେଇ ଜବତ କରିଛି NCB। ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଟାଟା ଟ୍ରକ୍ ରେ ଡ୍ରାଇଭର ସିଟ ପଛରେ ଥିବ କ୍ୟାବିନ୍ ରେ ପ୍ୟାକେଟ ରେ ରଖା ଯାଇଥିଲା ଗଞ୍ଜେଇ। ପୁଷ୍ପା ଫିଲ୍ମ ଷ୍ଟାଇଲ ରେ ଗଞ୍ଜେଇ ଚୋରା ଚାଲାଣ ହେଇଥିଲା।

NCB ଟିମ୍ ଖବର ପାଇ କରିଥିଲା ଚଢାଉ। ଗିରଫ ଦୁଇ ଜଣ ଝାଡ଼ଖଣ୍ଡ ଧାନବାଦ ଅଞ୍ଚଳର ଆନ୍ତ ରାଜ୍ୟ ଗଞ୍ଜେଇ ମାଫିଆ। ଦୀର୍ଘ ଦିନରୁ NCB ସ୍କାନ ର ରେ ରହିଥିଲେ। NCB ଭୁବନେଶ୍ୱର 2020ରୁ 8983କେଜି ଗଞ୍ଜେଇ, 28.2କେଜି ଅଫିମ ଜବତ କରିଥିଲା ବେଲେ 53 ଜଣଙ୍କୁ ଗିରଫ କରିଛନ୍ତି।

Niharanjan

Recent Posts

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

2 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

18 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

24 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

37 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago