କିଟ୍ ଓ କିସ୍ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ ପାଳିତ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ କିଟ୍ ଓ କିସ୍ ପକ୍ଷରୁ ଆଜି ପାଳନ କରାଯାଇଛି। କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସ୍ବର୍ଗତ ବିଜୁବାବୁଙ୍କ ସ୍ମୃତି ଚାରଣ କରିଥିଲେ।

ଭୁବନେଶ୍ୱର(କେନ୍ୟୁଜ୍‌): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ କିଟ୍ ଓ କିସ୍ ପକ୍ଷରୁ ଆଜି ପାଳନ କରାଯାଇଛି। କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସ୍ବର୍ଗତ ବିଜୁବାବୁଙ୍କ ସ୍ମୃତି ଚାରଣ କରିଥିଲେ। ଏହି ଅବସରରେରେ ଡ. ସାମନ୍ତ କହିଛନ୍ତି , ବିଜୁ ପଟ୍ଟନାୟକ ହେଉଛନ୍ତି ସେବା, ତ୍ୟାଗ ଏବଂ ଓଡିଆ ସ୍ଵାଭିମାନର ପ୍ରତୀକ। ଏହି ମହାନ ଜନନେତାଙ୍କ ଶ୍ରାଦ୍ଧ ଦିବସ ଅବସରରେ ଏହି ସେବା ମନୋଭାବକୁ ଆହୁରି ପରିବର୍ଦ୍ଧିତ କରିବାକୁ ସେ ଆହ୍ୱାନ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.