ରାଜ୍ୟ

ରାଜ୍ୟର ବିଭିନ୍ନ ଜେଲ୍‌ରୁ ମୁକୁଳିଲେ ୨ହଜାର ୯୬୩ଜଣ କଏଦୀ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ହେଲେ ଖଲାସ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜେଲ୍‌ରୁ ମୁକୁଳିଲେ କଏଦୀ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ୨ହଜାର ୯୬୩ଜଣ କଏଦୀଙ୍କୁ ରିଲିଜ୍‌ କରାଯାଇଛି। ମାର୍ଚ୍ଚ ୨୦ରୁ ଏପ୍ରିଲ୍‌ ୯ ମଧ୍ୟରେ ୨୯୬୩ କଏଦୀ ମୁକୁଳିଛନ୍ତି। ଜାମିନ୍‌ରେ ୨ହଜାର ୬୬୧ଜଣ ବାହାରିଥିବାବେଳେ ପାରୋଲ୍‌ର ଆସିଛନ୍ତି ୯ କଏଦୀ। ଏହା ବ୍ୟତୀତ ଅନ୍ୟ ବ୍ୟବସ୍ଥା ଜରିଆରେ ୨୯୩ଜଣ କଏଦୀଙ୍କୁ ଛଡାଯାଇଛି। ଜେଲ୍‌ ବିଭାଗ DG ସନ୍ତୋଷ ଉପାଧ୍ୟାୟ ଏନେଇ ସୂଚନା ଦେଇଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ କଏଦୀ ମାନଙ୍କୁ ପାରୋଲ କିମ୍ବା ଜାମିନ୍‌ରେ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ। ଯେଉଁ କଏଦୀମାନଙ୍କୁ ୭ବର୍ଷ କିମ୍ବା ତାଠାରୁ କମ୍‌ ଦଣ୍ଡ ଦିଆଯାଇଛି ସେମାନେ ପାରୋଲ କିମ୍ବା ଅନ୍ତରୀଣ ଜାମିନରେ ଯାଇପାରିବେ ବୋଲି କୋର୍ଟ କହିଥିଲେ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

17 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

25 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

40 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

46 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

60 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago