ରାଜ୍ୟ

ଆଜିଠୁ ପୁଣି ୧୭ଟି ଜିଲ୍ଲାରେ ଦୁଇ ଦିନିଆ ସଟ୍‌ଡାଉନ୍

ଭୁବନେଶ୍ବର: ଆଜିଠୁ ପୁଣି ଦୁଇ ଦିନିଆ ସଟ୍‌ଡାଉନ୍‌ । ୧୭ଟି ଜିଲ୍ଲାରେ ଶନିବାର ଓ ରବିବାର ଦୁଇ ଦିନ ସଟ୍‌ଡାଉନ୍‌ ରହିବ । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲା ସଟ୍‌ଡାଉନ୍‌ ରହିବା ନେଇ ଘୋଷଣା ହୋଇଥିଲା ।

ହେଲେ ପରେ ଆଉ ୭ ଜିଲ୍ଲା ରାୟଗଡ଼ା, କୋରାପୁଟ, କନ୍ଧମାଳ, କେନ୍ଦ୍ରାପଡ଼ା, ବଲାଙ୍ଗିର, ବରଗଡ଼ ଓ ଢେଙ୍କାନାଳରେ ଜୁଲାଇ ୩୧ ପର୍ଯ୍ୟନ୍ତ ସପ୍ତାହିକ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏସବୁ ଜିଲ୍ଲାରେ କରୋନା ଆକ୍ଟିଭ୍‌ କେସ୍‌ ଅଧିକ ଥିବାରୁ ସପ୍ତାହିତ ସଟଡାଉନ୍‌ ଜାରି ରହିବ ।

ଅନ୍ଯପଟେ ଲକ୍‌ଡାଉନ୍‌ ୨ ପରେ ୫୦ ଉପରେ କରୋନା ଆକ୍ଟିଭ୍‌ କେସ୍‌ ଥିବା ୧୦ଟି ଜିଲ୍ଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାକୁ ଜୋନ୍‌ ଓ୍ଵାନରେ ରଖି ସପ୍ତାହିକ ସଟଡାଉନ୍‌ ଜାରି କରିଛନ୍ତି ଜିଲ୍ଲାପାଳ ।

Sonalisa

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

1 hour ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

1 hour ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

2 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago