(କେନ୍ୟୁଜ):ଦ୍ୱିତୀୟ ଦିନରେ ମହାପ୍ରଭୁ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ। ୧୪ ଦିନ ଧରି ଚାଲିବ ଦର୍ଶନ। ଆଜି ଭୋର ୪ଟାରୁ ମନ୍ଦିର ଖୋଲିବ ପରେ ମହାପ୍ରଭୁଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ।
ବ୍ୟାରିକେଡ ମଧ୍ୟରେ ଭକ୍ତମାନେ ଶୃଙ୍ଖଳିତ ଭାବେ ଦର୍ଶନ କରୁଛନ୍ତି। କୋଭିଡ୍ କଟକଣା ପାଇଁ ଦୁଇ ବର୍ଷ ଧରି ଅଣସର ଦର୍ଶନ ବନ୍ଦ ରହିଥିଲା। ବିଶ୍ୱାସ ରହିଛି ବର୍ଷ ସାରା ଜଗନ୍ନାଥଙ୍କ ଦର୍ଶନ କଲେ ଯେଉଁ ପୂଣ୍ୟ ମିଳେ ୧୪ ଦିନ ଅଲାରନାଥଙ୍କ ଦର୍ଶନ କଲେ ପୁଣ୍ୟ ମିଳେ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ କମ୍ପୁଛନ୍ତି ଶ୍ରୀଜିଉ। ସୁସ୍ଥ ପାଇଁ ଚାଲିଛି ଗୁପ୍ତ ଉପଚାର।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…