ନବରଙ୍ଗପୁର: ନବରଙ୍ଗପୁର ଉମରକୋଟ ସହର ଆଜିଠୁ ତିନି ଦିନ ପାଇଁ ସଟ୍ଡାଉନ୍ ଘୋଷଣ । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍ଡାଉନ୍ କରାଯାଇଛି । ଆଜି ପ୍ରଥମ ଦିନରେ ପୋଲିସ ପକ୍ଷରୁ କଡ଼ାକଡ଼ି ପେଟ୍ରୋଲିଂ କରାଯାଉଛି । ସଟ୍ଡାଉନ୍ ଯୋଗୁ ସହରର ସମସ୍ତ ଦୋକାନା ବଜାର ବନ୍ଦ ରହିଛି ।
ପଞ୍ଚାୟତସ୍ତରରେ ସଟ୍ଡାଉନ୍ କଡାକଡି କରିବା ପାଇଁ ସରପଞ୍ଚମାନଙ୍କୁ ଦାୟିତ୍ୱ ଦିଆଯାଇଛି । ମାଲବାହୀ ଗାଡି ଓ ଆମ୍ବୁଲାନ୍ସକୁ ଛାଡି ଆଉ କାହାରିକୁ ଛଡା ଯାଉନାହିଁ । ଆଜି ଜିଲ୍ଲାରେ ସର୍ବାଧିକ ୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉମରକୋଟ ବ୍ଲରୁ ୧୦, ଝରିଗାଁରୁ ୨, ପାପଡାହାଣ୍ଡିରୁ ୨, କୋଶାଗୁମୁଡା ବ୍ଲକରୁ ୩ ଜଣ ଆକ୍ରାନ୍ତ ହୋଇଛନ୍ତି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫ରେ ପହଞ୍ଚିଛି ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…