ରାଜ୍ୟ

କୋରାପୁଟ: ପଟ୍ଟାଙ୍ଗି ଯୋଡିମାଦେଲି ଘାଟିରୁ ଖସିଲା କାର, ୩ ମୃତ

କୋରାପୁଟ(କେନ୍ୟୁଜ୍): ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଯୋଡିମାଦେଲି ଘାଟି ତଳକୁ ଖସଲା ଏକ କାର।  କାରରେ ଛତିଶଗଡ ଠାରୁ ଆନ୍ଧ୍ର ଅଭିମୁଖେ ଚାରି ଜଣଙ୍କ ଯାତ୍ରୀ ଯାଉଥିବା   ଜଣାପଡ଼ିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଥିବା ବେଳେ ତିନି ଜଣଙ୍କ ମୃତ୍ୟୁ ଘଟିବା ନେଇ ସୂଚନା ମିଳିଛି।ଗତକାଲି ବିଳମ୍ବିତ ରାତିରେ  ଦୁର୍ଘଟଣା ଘଟିଥିବା ନେଇ ଜଣାପଡ଼ିଛି। ଗୁରୁତର ଆହତ ଜଣକ ପଟାଙ୍ଗି ମେଡିକାଲରେ ଭର୍ତ୍ତି ହୋଇଛନ୍ତି, ଏବଂ ଆହତ ମହିଳାଙ୍କୁ ପଟାଙ୍ଗି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଗାଡ଼ିରେ ଥିଲେ ନନ୍ଦଲାଲ ଠାକର, ଗୌରବ ଠାକର, ରଚନା ଠାକର, ନମନ ଠାକର । ଆହତ ଅବସ୍ଥାରେ ମେଡିକାଲରେ ଭର୍ତି ହୋଇଛନ୍ତି ରଚନା ଠାକର।

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago