ସେପ୍ଟେମ୍ବରରେ ୩ଟି ଲଘୁଚାପ ସୃଷ୍ଟି ସମ୍ଭାବନା! ବରିଷ୍ଠ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସଙ୍କ ପୂର୍ବାନୁମାନ

ଭୁବନେଶ୍ୱର(କେନ୍ୟୁଜ୍): ସେପ୍ଟେମ୍ବରରେ ୩ଟି ଲଘୁଚାପ । ସେପ୍ଟେମ୍ବରରେ ୩ଟି ଲଘୁଚାପ ସୃଷ୍ଟି ସମ୍ଭାବନା । ଏଥିପାଇଁ ପାଗ ଅନୁକୂଳ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି ।

ଏ ନେଇ ବରିଷ୍ଠ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ପୂର୍ବାନୁମାନ କରିଛନ୍ତି । ତେବେ ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ମିଳିନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.