କେନ୍ଦୁଝର: ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ମୃତ

କେନ୍ଦୁଝର(କେ ନ୍ୟୁଜ):  ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଗଲା ୩ ଜଣଙ୍କ ଜୀବନ। କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ ନମ୍ବର ଜାତୀୟ ରାଜପଥ ଡିଆନାଳି ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ

ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.