ରାଜ୍ୟ

ମାଲକାନଗିରି: ଏନକାଉଣ୍ଟରେ ୩ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (କେନ୍ୟୁଜ): ପୁଣି ପୋଲିସକୁ ବଡ଼ ସଫଳତା । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । କରିଗୁଟା ଜଙ୍ଗଲରେ ପୋଲିସ ଏନକାଉଣ୍ଟରରେ ତିନି ହାର୍ଡ କୋର ମାଓବାଦୀ ନିହତ । ଘଟଣା ସ୍ଥଳରୁ ଗୋଟିଏ LMG, ଗୋଟିଏ AK47 ବନ୍ଧୁକ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ପୋଲିସ ।  ଏହି ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ୟାଦବ । ଏବେବି ଜଙ୍ଗଲରେ ଗୁଳିବିନିମୟ ଜାରି ରହିଛି ।

ସୂଚନାଯୋଗ୍ୟ ଏପ୍ରିଲ ୨ ତାରିଖରେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଥିଲା ।  ଏଥିରେ ୪ ହାର୍ଡକୋର ମାଓବାଦୀ ନିହତ ହୋଇଥିଲେ ।  ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଥିଲା ସୁରକ୍ଷା କର୍ମୀ ।

Barsha

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

6 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

18 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

26 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

27 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

45 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago