ରାଜ୍ୟ

ଅବକାରୀ ବିଭାଗର ଚଢ଼ାଉ, ୩୦୦ ଶହ ଲିଟର ଦେଶୀ ମଦ

ଆଠଗଡ଼ : ଆଠଗଡ଼ ଥାନା ଅନ୍ତର୍ଗତ କୋରଙ୍ଗା ଗାଁରେ ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ କରାଯାଇଛି। ଅନେକ ଦିନ ହେଲା ଆଠଗଡ଼ ଅବକାରୀ ବିଭାଗକୁ ଚକମା ଦେଇ ଆସୁଥିବା କୁଖ୍ୟାତ ମଦ ମାଫିଆ ପରମାନନ୍ଦ ସାହୁ ଓରଫ୍ ପରୀଆକୁ ଗିରଫ କରିବା ସହିତ ତାଙ୍କ ଘରୁ ୩୦୦ ଶହ ଲିଟର ରନ୍ଧା ଚୋରା ଦେଶୀ ମଦ ୧୮୯୦ ଲିଟର ମଦ ପୋଚ ଜବତ କରାଯାଇଛି।

ପରିଆ ନାଆଁରେ ଏକାଧିକ ମାମଲା ରହିଥିବା ବେଳେ ପରିଆ କୋରଙ୍ଗା ଗ୍ରାମର ଦେଶୀ ମଦ କାରବାରର ମୁଖ୍ୟ କାର୍ପଟଦାର। ପାର୍ବଣ ଋତୁର ସୁଯୋଗ ନେଇ ବେଧଡକ ଭାବେ ଚାଲିଥିଲା ଚୋରା ମଦ ମାଫିଆଙ୍କ ଚୋରା ଦେଶୀ ମଦ କାରବାର । ଘଟଣାସ୍ଥଳକୁ ଅନେକ ମଦ ମାଫିଆ ଫେରାର ହୋଇ ଯାଇଥିବା ବେଳେ ସେମାନଙ୍କୁ ଖୁବ୍ ଶୀଘ୍ର ଗିରଫ କରାଯିବ ବୋଲି କହିଛନ୍ତି ଆଠଗଡ଼ ଅବକାରୀ ଡେପୁଟି ସୁପରିଟେଣ୍ଡଣ୍ଟ ପ୍ରମୋଦ କୁମାର ପଣ୍ଡା।

Niharanjan

Recent Posts

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

36 seconds ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

4 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

10 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

25 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

1 hour ago