Below header

ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ: ୩ ଯବାନ ଗୁରୁତର

ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ । ଏଥିରେ ୩ ଜଣ ଯବାନ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାତେପଙ୍ଗା ଜଙ୍ଗଲରେ ଏହି ଘଟଣା ଘଟିଛି ।

ବୌଦ୍ଧ (କେନ୍ୟୁଜ): ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ । ଏଥିରେ ୩ ଜଣ ଯବାନ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାତେପଙ୍ଗା ଜଙ୍ଗଲରେ ଏହି ଘଟଣା ଘଟିଛି । ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ୍ କରୁଥିଲେ । ଏତିକିବେଳେ ଆଇଇଡି ବିସ୍ଫୋରଣ ହୋଇଥିବା ବୌଦ୍ଧ ଏସପି ରାଜପ୍ରସାଦଙ୍କ ସୂଚନା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.