ରାଜ୍ୟ

ସମ୍ବଲପୁର ବାରେଇପାଲି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ମୃତ, ଜଣେ ଗୁରୁତର

ସମ୍ବଲପୁର: ଦୁଇ ବାଇକ୍‌ ଉପରେ ଚଢିଗଲା ଟ୍ରକ। ଘଟଣାସ୍ଥଳରେ ଚାଲିଗଲା ୩ଜୀବନ, ଜଣେ ଗୁୁରୁତର। ସମ୍ବଲପୁର ଅଇଁଠାପାଲି ଥାନା ବରେଇପାଲି ଅଞ୍ଚଳରେ ଗତକାଲି ରାତିରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ମୃତକମାନେ ସମସ୍ତେ ହୀରାକୁଦ ଅଞ୍ଚଳର।

ଏମାନେ ସମସ୍ତେ ବିଳମ୍ବିତ ରାତିରେ ସମ୍ବଲପୁରରୁ ବୁର୍ଲା ପଟକୁ ବାଇକ୍‌ରେ ଯାଉଥିବାବେଳେ ଭାରସାମ୍ୟ ହରାଇ ପଡିଯାଇଥିଲେ। ତାଙ୍କ ଉପରେ ଏକ ଅଜଣା ଟ୍ରକ ଚଢି ଯାଇଥିଲା। ପୋଲିସ ଆମ୍ବୁଲାନ୍‌ସ ଯୋଗେ ବୁର୍ଲା ମେଡିକାଲରେ ଭର୍ତ୍ତି କରିଥିଲା। ଡାକ୍ତର ସେଠାରେ ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ ଗୁରୁତରଙ୍କ ବୁର୍ଲା ମେଡିକାଲରେ ଚିକିତ୍ସା ଚାଲିଛି।

Sonalisa

Recent Posts

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

11 mins ago

ପୁଣି ବଢିଲା ସୁନା ଦର, ଏବେ କିଣି ନିଅନ୍ତୁ ଆଗକୁ ଆହୁରି ବଢିବ!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

23 mins ago

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

37 mins ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

53 mins ago

ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି ।  ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…

1 hour ago

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

1 hour ago