ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ରଥିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ଗଲା ୩ ଜୀବନ

ଯାଜପୁର: ଟ୍ରକ ପଛପଟୁ ଧକ୍କା ଦେଲା କାର। ଦୁର୍ଘଟଣାରେ ଗଲା ୩ ଜୀବନ । ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ରଥିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା କାର୍ । ଫଳରେ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଭୋରରୁ କାରଟି ପଶ୍ଚିମବଙ୍ଗ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ମୃତକମାନଙ୍କ ପରିଚୟ ମିଳିପାରିନାହିଁ।