ଯାଜପୁର ଟାଉନ(କେନ୍ୟୁଜ୍): ମୋବାଇଲ ଚୋରି ଅଭିଯୋଗରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଯାଜପୁର ଟାଉନ ଥାନା ପୋଲିସ । ସୂଚନା ଅନୁଯାୟୀ ଗତ ୧୦ ତାରିଖ ଦିନ ପାଣିକୋଇଲ ଥାନା ଅନ୍ତର୍ଗତ ବ୍ରଜନଗର ଅଞ୍ଚଳର ଜଣେ ଯୁବକ ଟାଉନକୁ ଟିଉସନ ଆସୁଥିବା ସମୟରେ ୩ ଜଣ ଯୁବକ ତାଙ୍କ ଠାରୁ ମୋବାଇଲ ଚଢାଇ ନେଇଥିଲେ ।ଏହା ପରେ ପିଲାଟି ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା ।
ଏହି ଘଟଣାରେ ସହଯୋଗୀ ଦେବନ୍ଦ୍ର ମହାନ୍ତିକୁ କାବୁକରିଥିଲା ଟାଉନ ଥାନା ପୋଲିସ । ଅଭିଯୁକ୍ତ ଦେବନ୍ଦ୍ର ମହାନ୍ତିର ସହଯୋଗୀ ବିକ୍ରମ ନାୟକ,ବାମଦେବ ସାହୁକୁ ଗିରଫ କରିବା ସହ ନମ୍ବର ବିହୀନ ଏକ ପଲସର ଗାଡି ଏବଂ ଚୋରି ହୋଇଥିବା ମୋବାଇଲକୁ ଜବତ କରିଛି ପୋଲିସ ।ସେପଟରେ ଅଭିଯୁକ୍ତଙ୍କୁ ଡାକ୍ତର ମାଇନା ପରେ କୋର୍ଟ ଚାଲାଣ କରାଯିବ ବୋଲି କହିଛନ୍ତି ଟାଉନ ଥାନା ଅଧିକାରୀ ଅଜୟ କୁମାର ଜେନା ।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…