କେନ୍ୟୁଜ୍(ବ୍ୟୁରୋ): ଚିନ୍ତା ବଢାଉଛି କରୋନାର ନୂଆ ଷ୍ଟ୍ରେନ୍ । ବ୍ରିଟେନରୁ ଭୁବନେଶ୍ୱର ଫେରିଥିବା ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ୪ ବର୍ଷର ଝିଅର ବାପା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ଭୁବନେଶ୍ୱରକୁ ଫେରିଥିବା ମୋଟ୍ ୩ ଜଣ ପଜିଟିଭ ହୋଇଛନ୍ତି। ଗତ ୨୦ ତାରିଖରେ ସେ ନିଜ ପରିବାର ସହ ଫେରିଥିଲେ ।
ବ୍ରିଟେନ୍ରୁ ନୂଆଦିଲ୍ଲୀ ଆସିବା ପରେ ସେଠାରୁ ଭୁବନେଶ୍ୱରକୁ ବିମାନ ଯୋଗେ ଆସିଥିଲେ । ୨୧ ତାରିଖରେ ପରିବାର ଲୋକଙ୍କ ସହ ଝିଅଟିର ମଧ୍ୟ ପରୀକ୍ଷା କରାଯାଇଥିଲା । ପ୍ରଥମେ ଝିଅ ରିପୋର୍ଟ ପଜିଟିଭ୍ ଆସିବା ପରେ ବାପାଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି। ଝିଅଟିର କୌଣସି ଲକ୍ଷଣ ନାହିଁ, ସେ ସଂପୂର୍ଣ୍ଣ ସୁସ୍ଥ ଅଛି । ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…