ରାଜ୍ୟ

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ ଗେଟ୍, ମୋଟ୍ ୮ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର (କେନ୍ୟୁଜ): ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ହୀରାକୁଦରେ ବଢିଛି ଜଳସ୍ତର । ଖୋଲିଲା ଆଉ ୩ଟି ଗେଟ୍‌ । ଏବେ ମୋଟ୍‌ ୮ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ ପାର୍ଶ୍ୱର ୬ଟି ଓ ଡାହାଣ ପାର୍ଶ୍ୱର ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି ।

ଗତକାଲି ହୀରାକୁଦ ଡ୍ୟାମର ୫ଟି ଗେଟ୍‌ ଖୋଲିଥିଲା । ବର୍ତ୍ତମାନ ଡ୍ୟାମର ଜଳସ୍ତର ରହିଛି ୬୧୪ ଫୁଟ୍‌ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ଭିତରକୁ ପ୍ରବେଶ କରୁଛି ୧ ଲକ୍ଷ ୧୬ ହଜାର ୯୮୨ କ୍ୟୁସେକ୍‌ ପାଣି । ସମାନ ପରିମାଣର ବନ୍ୟା ପାଣି ବି ନିଷ୍କାସିତ ହେଉଛି । ହୀରାକୁଦ ପାଣି ଛାଡ଼ିଥିବାରୁ ମହାନଦୀ ଅବବାହିକାରେ ଥିବା ଜିଲ୍ଲାଗୁଡ଼ିକ ଆଲର୍ଟରେ ଅଛନ୍ତି ।

Barsha

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

7 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

7 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

9 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago