ରାଜ୍ୟରେ ଆଉ ୩ କୋଭିଡ ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୮ ଛୁଇଁଲା

ରାଜ୍ୟରେ ଆଜି ଆଉ ୩ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଆଜି ଆଉ ୩ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ଯରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତଙ୍କୁ ବାହାରକୁ ଗଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.