ରାଜ୍ୟ

ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ୱର (କେନ୍ୟୁଜ):  ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର। ଏନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ତମାଣ୍ଡୋ, ମଞ୍ଚେଶ୍ୱର ଓ ପାହାଳରେ ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା କରାଯିବ।

ଏଥିପାଇଁ ୪୫ଟିି ପଦବୀକୁ ମଧ୍ୟ ଅନୁମୋଦନ କରାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ନିୟୋଜିତ ହେବେ ୧୫ ଜଣ ଲେଖାଏଁ କର୍ମଚାରୀ। ପ୍ରତ୍ୟେକ ଅଗ୍ନିଶମ ସେବା କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ଜଣ ଫାୟାରମ୍ୟାନ ରହିବେ।

Niharanjan

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

16 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

30 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

43 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

44 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago