କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏଥିରେ ୩ ପ୍ରତିଶତ ବୃଦ୍ଧି କରାଯାଇଛି । ଏ ସମ୍ପର୍କରେ ଆଜି କ୍ୟାବିନେଟ୍‌ ନଷ୍ପତ୍ତି ପରେ ଘୋଷଣା କରାଯାଇଛି । ଏଥିରେ ଦେଶର ପ୍ରାୟ ୧ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଧାରୀ ଲାଭବାନ୍‌ ହେବେ । ସେପଟେ ସରକାରଙ୍କ ଉପରେ ଅତିରିକ୍ତ ୯ ହଜାର କୋଟିର ଆର୍ଥିକ ବୋଝ ପଡ଼ିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.