ରାଉରକେଲା (କେନ୍ୟୁଜ): ରାସ୍ତାକଡ଼କୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ୩ ମୃତ ଓ ୧୫ ଜଣ ଆହତ ହୋଇଛନ୍ତି । ଘଟଣା ଘଟିଛି ରାଉରକେଲା ଲାଠିକଟା ଥାନା ମୁଣ୍ଡା ଜୋରଠାରେ । ଆହତମାନଙ୍କୁ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଆହତମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନା ଅନୁଯାୟୀ, ଝାରଖଣ୍ଡରୁ ବରଯାତ୍ରୀ ଦଳ ଲାଠିକଟା ଥାନାର ଅଟାଘାଟ ଅଞ୍ଚଳକୁ ଆସୁଥିଲେ । ଭାରସାମ୍ୟ ହରାଇ ଗାଡ଼ିଟି ମୁଣ୍ଡାଜୋର ନିକଟରେ ଓଲଟି ପଡ଼ିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । କିଛି ଗୁରୁତର ବରଯାତ୍ରୀଙ୍କୁ ଜେପି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।
ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…