ରାଜ୍ୟରେ ପୁଣି ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮୨ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର (କେନ୍ୟୁଜ): ଆଜି ପୁଣି ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହାର ସୂଚନା ଦିଆଯାଇଛି । ତେବେଏହି ସମସ୍ତ ରୋଗୀ ଭଦ୍ରକ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ କୁ ବୃଦ୍ଧି ହୋଇଛି । ଏବେ ରାଜ୍ୟରେ ମୋଟ ୫୧ ଆକ୍ଟିଭ କେସ୍ ରହିଥିବା ବେଳେ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.