ରାଜ୍ୟ

କଟକ: ନିଯୁକ୍ତି ଆଶାୟୀ ଯୁବକ ଯୁବତୀଙ୍କୁ ଚୂନ ଲଗାଇଛନ୍ତି ୩ ଯୁବତୀ, ପୋଲିସ କଲା ଗିରଫ

କଟକ(କେନ୍ୟୁଜ): ନିଯୁକ୍ତି ନାଁରେ ଠକେଇ ଅଭିଯୋଗ । ମାମଲାରେ ୩ ଜଣ ଯୁବତୀ ଗିରଫ । କଟକ ଜିଲ୍ଲା ବାଦାମବାଡି ହାଇକୋର୍ଟ କଲୋନି ଅଞ୍ଚଳର A ଟୁ Z ସଲ୍ୟୁସନ କମ୍ପାନିର ୩ କର୍ମଚାରୀଙ୍କୁ ଗିରଫ କରିଛି ବାଦାମବାଡି ଥାନା ପୋଲିସ ।

ପୂର୍ବରୁ କମ୍ପାନିର ମାଲିକ ବିନୟ କୁମାର ଦାସକୁ ଗିରଫ କରାଯାଇଥିଲା । ଏହି କମ୍ପାନି ପ୍ରାୟ ୧ ହଜାର ୯୩୦ ଜଣ ଚାକିରୀ ଆଶୟୀଙ୍କଠାରୁ ଟଙ୍କା ନେଇ ଠକେଇ କରିଥିବା ଅଭିଯୋଗ ହୋଇଛି । ଏଥିସହ ସେମାନଙ୍କଠାରୁ ବହୁ ସଂଖ୍ୟାରେ ଚେକ୍‌ବୁକ୍‌, ୧୪ଟି ଫୋନ, କର୍ମଚାରୀଙ୍କ ୨୪ଟି ପରିଚୟପତ୍ର ଏବଂ ଅନ୍ୟାନ୍ୟ କାଗଜପତ୍ର ଜବତ କରାଯାଇଛି।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

3 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

35 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

37 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

40 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

46 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago