ରାଜ୍ୟ

୩୦ ଜଣିଆ ଓଡ୍ରାଫ ଟିମ୍ ଶିମିଳିପାଳରେ ପହଞ୍ଚିଲେ

ନିଆଁର ଆଁରେ ଶିମିଳିପାଳ ଅଭୟାରଣ୍ୟ। ଶିମିଳିପାଳ ଅଭୟାରଣ୍ୟର ବହୁ ସ୍ଥାନରେ ଲାଗିଛି ନିଆଁ। ଗୋଟିଏ ପାହାଡ଼ରୁ ଆଉ ଗୋଟିଏ ପାହାଡ଼କୁ ନିଆଁ ମାଡି ଚାଲିଛି। ୨୭୫୦ ବର୍ଗ କିଲୋମିଟର ଶିମିଳିପାଳ ଅଭୟାରଣ୍ୟର ୩୧ଟି ପଏଣ୍ଟରେ ଲାଗିଛି ନିଆଁ । ଉତ୍ତର ଶିମିଳିପାଳର ୨୦ଟି ଏବଂ ଦକ୍ଷିଣ ଶିମିଳିପାଳର ୧୧ଟି ପଏଣ୍ଟରେ ନିଆଁ ଲାଗିଛି ।

ନିଆଁ ଲିଭାଇବା କାର୍ଯ୍ୟରେ ଓଡ୍ରାଫ ଟିମକୁ ନିୟୋଜିତ କରାଯାଇଛି। ୩୦ ଜଣିଆ ଓଡ୍ରାଫ ଟିମ୍ ଶିମିଳିପାଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ପହଞ୍ଚିଛନ୍ତି। ଶିମିଳିପାଳରେ ନିଆଁ ଲାଗିବା ଯୋଗୁଁ ବନ୍ୟଜନ୍ତୁ ଏବଂ ମୂଲ୍ୟବାନ ଗଛ ପ୍ରତି ବିପଦ ସୃଷ୍ଟି ହୋଇଛି। ନିଆଁ ଲିଭାଇବା ପାଇଁ ପାଖାପାଖି ୩୦୦ ସ୍କ୍ୱାର୍ଡ ଗଠନ କରାଯାଇଛି।

Niharanjan

Recent Posts

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

2 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

10 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

28 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

31 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago