ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୩୬୨ ଜଣ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ଭିତରେ ୩୬୨ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ନେଇ ରିପୋର୍ଟ ଆସିଛି ।  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଜାରି ହୋଇଥିବା ରିପୋର୍ଟରୁ ଏହା ଜଣାଯାଇଛି ।  ଆଜିର ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ରାଜ୍ୟରେ ଏଯାବତ ସୁସ୍ଥ ହୋଇଥିବା ମୋଟ ସଂଖ୍ୟା ୩
ଲକ୍ଷ ୨୧ ହଜାର ୩୦୯ କୁ ବୃଦ୍ଧି ପାଇଥିବା ନେଇ ଜଣାଯାଇଛି ।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦ ଜଣ ଥିବା ବେଳେ ସୁନ୍ଦରଗଡରୁ ଅଛନ୍ତି ୪୦
ଜଣ ।  ଯେବେକି ଷ୍ଟେଟ ପୁଲରୁ ୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.