ରାଜ୍ୟ

ଦିନ ଗୋଟାଏ ସୁଦ୍ଧା ରାଜ୍ୟରେ ହାରାହାରି ୩୭.୬୪% ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ଗୋଟାଏ ସୁଦ୍ଧା ରାଜ୍ୟରେ ହାରାହାରି ୩୭.୬୪% ମତଦାନ ହୋଇଛି । ବାଲେଶ୍ବରରେ ୪୦.୭୧% ଭୋଟିଂ ହୋଇଛି । ଭଦ୍ରକରେ ୩୬.୬୪% , ଜଗତସିଂହପୁରରେ ୩୮.୮୨% , ଯାଜପୁରରେ ୩୩.୯୬%, କେନ୍ଦ୍ରାପଡ଼ାରେ ୩୫.୮୪%, ମୟୂରଭଞ୍ଜ ରେ ୪୦.୯% ଭୋଟ ଗ୍ରହଣ ହୋଇଛି ।

୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ଚାଲିଛି ମତଦାନ । ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପ୍ରାୟ ଏକ କୋଟି ଭୋଟର । ନିର୍ବାଚନ ରଣାଙ୍ଗନରେ ଅଛନ୍ତି ୬୬ ଜଣ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀ । ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ସର୍ବାଧିକ ଭୋଟର ଅଛନ୍ତି । ମୋଟ ୯୯ ଲକ୍ଷ ୬୧ ହଜାର ଭୋଟରଙ୍କ ମଧ୍ୟରୁ ୫୦ଲକ୍ଷ ୮୮ ହଜାର ପୁରୁଷ । ମହିଳା ଭୋଟରଙ୍କ ସଂଖ୍ୟା ୪୮ ଲକ୍ଷ ୭୨ ହଜାର ।

Sasmita

Recent Posts

କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଗଜପତି ଜିଲ୍ଲା ସୀମାନ୍ତ କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ ।   ଅଳ୍ପକେ ବର୍ତ୍ତିଲେ ୪୦…

25 mins ago

କିସରେ ହେବ ସର୍ବବୃହତ ସାଇକେଲ ଭିଲୋ ଡ୍ରମ୍, ଖୁବ୍ ଶୀଘ୍ର ହେବ ଏହାର ଉଦଘାଟନ

ଭୁବନେଶ୍ୱର : କିଟ୍ ଓ କିସ୍ ହେଉଛି କ୍ରୀଡାର ହବ୍ । କିସରେ ଯୋଡି ହେବାକୁ ଯାଉଛି ସର୍ବବୃହତ ସାଇକେଲ…

1 hour ago

ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ : ତାରାପ୍ରସାଦ ବାହିନୀପତି

କେନ୍ୟୁଜ(ବ୍ୟୁରୋ) : ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି…

1 hour ago

ମନ୍ଦିର ପରିସରରୁ ମୟୁର, ଶାରୀ, ଶୁଆ ଉଦ୍ଧାର କଲେ ବନବିଭାଗ

ଭୁବନେଶ୍ୱର(କେନ୍ୟୁଜ୍‌): ଆଜିକାଲି ଘରେ ପକ୍ଷୀମାନଙ୍କୁ ପଞ୍ଜୁରୀରେ ରଖିବା ଏକ ପ୍ରକାର ଟ୍ରେଣ୍ଡ ପାଲଟିଗଲାଣି । ନିଜ ସଉକ ପାଇଁ କଥା…

2 hours ago

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍‌ର ତାଣ୍ଡବ, ମକ୍କାରେ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍ ମୃତ୍ୟୁର ତଣ୍ଡବ ରଚିଛି । ରିପୋର୍ଟରୁ ଜଣାପଡ଼ିଛି, ଚଳିତ ବର୍ଷ ମକ୍କାରେ ହିଟ୍‌ ୱେଭ୍‌…

2 hours ago

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

3 hours ago