ରାଜ୍ୟ

ମୋହନା ବ୍ଲକକୁ କେରଳରୁ ଫେରିଲେ ୩୮ ଜଣ ପ୍ରବାସୀ ଓଡ଼ିଆ, କ୍ୱାରେଣ୍ଟାଇନ ସେଣ୍ଟରରେ ରଖିଲା ପ୍ରଶାସନ

ମୋହନା (କେନ୍ୟୁଜ): ଗଜପତି ଜ଼ିଲ୍ଲା ମୋହନା ବ୍ଲକକୁ କେରଳ ରୁ ୩୮ ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି l ସ୍ୱତନ୍ତ୍ର ଟ୍ରେନ ଯୋଗେ ସେମାନେ ଜଗନ୍ନାଥପୁର ଷ୍ଟେସନ ରେ ପହଞ୍ଚିବା ପରେ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ଏକ ସ୍ୱତନ୍ତ୍ର ବସ ଯୋଗେ ମୋହନା ବ୍ଲକ ଲୁହାଗୁଡି ଅଭିମୁଖେ ଅଣାଯାଇଥିଲା l ଲୁହାଗୁଡି ଆଦିବାସୀ ଛାତ୍ରୀନିବାସ ଠାରେ ନିର୍ମିତ କ୍ୱାରେଣ୍ଟାଇନ ସେଣ୍ଟର ରେ ସେମାଙ୍କୁ ରଖାଯାଇଛି l

ଫେରିଥିବା ପ୍ରବାସୀ ମାନେ ବ୍ଲକ ର ବିରିକୋଟ,ପିଣ୍ଡିକି,ଯୁବ ଏବଂ ବଡ଼ସିନ୍ଧିବା ପଞ୍ଚାୟତ ର ବୋଲି ଜଣାପଡିଛି l ୧୪ ଦିନ ସଂଘରୋଧ କେନ୍ଦ୍ରରେ ରହିବା ପରେ ସେମାନଙ୍କୁ ଘରକୁ ପଠାଯିବ ବୋଲି ଜ଼ିଲ୍ଲାପ୍ରଶାସନ ସୂଚନା ଦେଇଛି l

KNews Bureau

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

35 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

39 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

56 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

59 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago