ବରଗଡ଼: ଅଟୋ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଚାଲିଗଲା ତିନି ଜୀବନ

ବରଗଡ଼: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ। ବରଗଡ଼-ବରପାଲି ରାସ୍ତା ସରସରା ଛକରେ ଅଟୋ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ଆହତ ମାନଙ୍କୁ ନିଜ ଭ୍ୟାନରେ ଆଣି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି ।

 

 

Leave A Reply

Your email address will not be published.