ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ତାଙ୍କର COVID-19 ରିପୋର୍ଟ ପଜେଟିଭ୍‌ ଆସିଛି । ଏହାପରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି । ସଂପୃକ୍ତ ଆକ୍ରାନ୍ତ ଜଣକ ଭୁବନେଶ୍ୱରର । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଦୁଇଜଣ ଏହି COVID-19 ପଜେଟିଭ ଅଛନ୍ତି ଓ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା Covid-19 ମୁଖପାତ୍ର କହିଛନ୍ତି। କିନ୍ତୁ ବର୍ତ୍ତମାନ ଏହି ୩ୟ ପଜେଟିଭ ଭୁବନେଶ୍ବରର ଓ ସେ ୬୦ ବର୍ଷ ବୟସ୍କ ପୁରୁଷ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.