Categories: ରାଜ୍ୟ

ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ତୃତୀୟ ଦିନ , ମହାରାଜ କଂସଙ୍କ ରାଜୁତିରେ ଥରହର ମଥୁରା ନଗରୀ

ବରଗଡ଼(କେନ୍ୟୁଜ୍) : ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ଆଜି ତୃତୀୟ ଦିନ । ଆଜି ତୃତୀୟ ଦିନରେ ମହାରାଜ କଂସଙ୍କ ଶ୍ୟାମେଶ୍ୱର ମହାଦେବଙ୍କ ଦର୍ଶନ, ବିଜୁଳି କନ୍ୟାର ଶୂନ୍ୟବାଣୀ ଏବଂ ଶ୍ରୀକୃଷ୍ଣଙ୍କୁ ବଦ୍ଧ କରିବା ପାଇଁ ପୁତନା ରାକ୍ଷାସଙ୍କୁ ଗୋପପୁର ପ୍ରେରଣ କରାଯିବ । ଅନ୍ୟପଟେ ଗୋପପୁରରେ ଶ୍ରୀକୃଷ୍ଣ ଜନ୍ମ ଓ ନନ୍ଦୋତ୍ସବ ଅଭିନୀତ ହେବ । ଗତକାଲି ଦ୍ୱିତୀୟ ଦିନରେ ମହାରାଜ କଂସଙ୍କ ନଗର ଭ୍ରମଣର ଦୃଶ୍ୟ ବେଶ ମନୋରମ ହୋଇଥିଲା ।

ନଗର ଭ୍ରମଣରେ ନିୟମ ଖିଲାପକାରୀ ବ୍ୟକ୍ତିଙ୍କୁ ଦଣ୍ଡ ବିଧାନ କରିଥିଲେ ମହାରାଜ କଂସ । ରାଜ ଦରବାରକୁ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ଉପସ୍ଥିତ ରହିଥିଲେ । ଦେବକୀଙ୍କ ଗୋଟିଏ ପରେ ଗୋଟିଏ ଶିଶୁପୁତ୍ରଙ୍କୁ କଂସ ହତ୍ୟା କରି ଚାଲିଥିବା ବେଳେ ସପ୍ତମ ସନ୍ତାନ ଆକସ୍ମିକ ଭାବେ ଅର୍ନ୍ତଧ୍ୟାନ ହୋଇଛି । ଏହା ପରେ କଂସଙ୍କ ଅତ୍ୟାଚାରରୁ ମଥୁରାବାସୀଙ୍କୁ ଉଦ୍ଧାର କରିବା ପାଇଁ ଦେବକୀଙ୍କ ଅଷ୍ଟମ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଛନ୍ତି । ଏହା ସହ ଯଶୋଦାଙ୍କ କୂଳରେ ଶ୍ରୀକୃଷ୍ଣଙ୍କୁ ଥୋଇ ଦେଇ ବିଜୁଳି କନ୍ୟାଙ୍କ ସହ ପ୍ରତ୍ୟାବର୍ତ୍ତନ କରିଛନ୍ତି ବାସୁଦେବ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago