Below header

ବ୍ରହ୍ମପୁର: ଜାଲ ରାକେଟ ସାର୍ଟିଫିକେଟର ପର୍ଦ୍ଦାଫାଶ,୪ ଅଭିଯୁକ୍ତ ଗିରଫ

୨୦୦ ଦଶମ ବୋର୍ଡର ଖାଲି ସାର୍ଟିଫିକେଟ, ଯୁକ୍ତ ଦୁଇର ଖାଲି ୧୭୦ ସାର୍ଟିଫିକେଟ, ପ୍ରିଣ୍ଟର, କମ୍ପ୍ୟୁଟର, ସିପିୟୁ, ନକଲି ଷ୍ଟାମ୍ପ, ବିଭିନ୍ନ ନାମୀଦାମୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟର ସାର୍ଟିଫିକେଟ ଜବତ ।

ବ୍ରହ୍ମପୁର(କେନ୍ୟୁଜ୍): ବ୍ରହ୍ମପୁର ପୋଲିସ ପକ୍ଷରୁ ଜାଲ ରାକେଟ ସାର୍ଟିଫିକେଟର ପର୍ଦ୍ଦାଫାଶ। ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ ଗିରଫ। ଅଭିଯୁକ୍ତ ମାନଙ୍କ ମଧ୍ୟରେ ରହିଛନ୍ତି ବାପା ଓ ପୁଅ । ୨୦୦ ଦଶମ ବୋର୍ଡର ଖାଲି ସାର୍ଟିଫିକେଟ, ଯୁକ୍ତ ଦୁଇର ଖାଲି ୧୭୦ ସାର୍ଟିଫିକେଟ, ପ୍ରିଣ୍ଟର, କମ୍ପ୍ୟୁଟର, ସିପିୟୁ, ନକଲି ଷ୍ଟାମ୍ପ, ବିଭିନ୍ନ ନାମୀଦାମୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟର ସାର୍ଟିଫିକେଟ ଜବତ ।ଗିରଫ ଚାରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ  କରିଛି ପୋଲିସ । ଘଟଣାକୁ ନେଇ ତଦନ୍ତ ଜାରି ରଖିଛି ବ୍ରହ୍ମପୁର ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.