Below header

ରାଜ୍ୟରେ ବଜ୍ରାଘାତ, ୪ ମୃତ୍ୟୁ ୪ ଗୁରୁତର

ରାଉରକେଲାରେ ବଜ୍ରାଘାତ ନେଇଛି ୩ ଜୀବନ । ୪ ଜଣ ଗୁରୁତର ହୋଇଛନ୍ତି । ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳରେ ଫୁଟବଲ ଖେଳୁଥିବା ସମୟରେ ବଜ୍ରପାତ ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ । ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଉଛନ୍ତି । ରାଉରକେଲାରେ ବଜ୍ରାଘାତ ନେଇଛି ୩ ଜୀବନ । ୪ ଜଣ ଗୁରୁତର ହୋଇଛନ୍ତି । ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳରେ ଫୁଟବଲ ଖେଳୁଥିବା ସମୟରେ ବଜ୍ରପାତ ହୋଇଛି । ସେହିପରି ଢେଙ୍କାନାଳ ଜିଲ୍ଲାରେ ଜଣଙ୍କର ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.