ଛତିଶଗଡ଼ ପୋଲିସକୁ ସଫଳତା: ଏନକାଉଣ୍ଟରରେ ୪ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ

ଛତିଶଗଡ଼ ଗଡ଼ଚିରଲୀ ପୋଲିସକୁ ସଫଳତା । କୋଲାମାରକା ଜଙ୍ଗଲରେ ପୋଲିସ୍ - ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । ଟଳିଲେ ୪ ହାର୍ଡକୋର ମାଓବାଦୀ।

ମାଲକାନଗିରି (କେନ୍ୟୁଜ): ଟଳିଲେ ୪ ହାର୍ଡକୋର ମାଓବାଦୀ ।  ଛତିଶଗଡ଼ ଗଡ଼ଚିରଲୀ ପୋଲିସକୁ ସଫଳତା । କୋଲାମାରକା ଜଙ୍ଗଲରେ ପୋଲିସ୍ – ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । ପୋଲିସ୍ ଏନକାଉଣ୍ଟରରେ ୪ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଆଉ କେହି ମୃତହାହତ ହୋଇଥିବା ଆଶଙ୍କାରେ ଘଟଣାସ୍ଥଳରେ ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.