ଖୋଲିଲା ହୀରାକୁଦର ଆଉ ୪ ଗେଟ୍‌, ସମୁଦାୟ ୨୮ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ

ସମ୍ବଲପୁର(କେନ୍ଯୁଜ୍): ଖୋଲିଲା ହୀରାକୁଦର ଆଉ ୪ ଗେଟ୍‌ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଫୁଲୁଛି ମହାନଦୀ । ଜଳସ୍ତର ବୃଦ୍ଧି ପାଉଥିବାରୁ ପର୍ଯ୍ୟାୟକ୍ରମେ ହୀରାକୁଦ ଡ୍ୟାମର ଗେଟ୍‌ ଖୋଲାଯାଉଛି। ବର୍ତ୍ତମାନ ୨୮ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି।

ଏବେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ରହିଛି ୬୨୮.୫୦ ଫୁଟ୍‌। ହୀରାକୁଦ ଜଳଭଣ୍ଡାରର ସର୍ବୋଚ କ୍ଷମତା ୬୩୦ ଫୁଟ୍‌ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.