ଖୋର୍ଦ୍ଧା : ଖୋର୍ଦ୍ଧା ସଦର ଥାନା ପୋଲିସ୍ ହାତରେ ୪ କୁଖ୍ୟାତ ଡକାୟତ । ବିଭିନ୍ନ ଅପରାଧିକ ମାମଲାରେ ସଂପୃକ୍ତ ଥିବା ୪ ଅପରାଧିଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ମାରଣାସ୍ତ୍ର, ବୋମା, ଟଙ୍କା, ୪ଟି ବାଇକ୍ ଜବତ କରିଛି ପୋଲିସ୍ ।
ଧଉଳିମୁହଁ ଷ୍ଟେସନ୍ ନିକଟରେ ଡକାୟତି କରିବାକୁ ଯୋଜନା କରୁଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି । ଅଭିଯୁକ୍ତ ମାନେ ହେଲେ ସୁନି ପ୍ରଧାନ, ଶିବ ସୁନ୍ଦର ଦାସ, ଶୁଭେନ୍ଦୁ ସାମନ୍ତରାୟ ଓ ଆଦିତ୍ୟ ସାହୁ । ପୁର୍ବରୁ ଏମାନଙ୍କ ନାଁରେ ବିଭିନ୍ନ ଅପରାଧିକ ମାମଲା ରହିଛି ।
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…