ଅନୁଗୁଳ ଟାଉନସିପି ଛକରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୪ ଗୁରୁତର

ଅନୁଗୁଳ(କେନ୍ଯୁଜ୍): ଅନୁଗୁଳ ଜିଲ୍ଲା ନାଲକୋ ନଗର ଥାନା ଟାଉନ୍ ସିପି ଛକ ନିକଟରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା। ଘଟଣାସ୍ଥଳରେ ୪ଜଣ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ ଅନୁଗୁଳ ଥାଦନା ଜରାସିଂହା ଗ୍ରାମର ଦେବବ୍ରତ କଣ୍ଟାବଣିଆରୁ କାମ ସାରି ଫେରୁଥିବା ଥିବା ବେଳେ ଅନ୍ଯ ଏକ ବାଇକ୍ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.