Below header

ନକଲି ସାର୍ଟିଫିକେଟ୍ ମାମଲା: ବିଦା ହେଲେ ୪ ଶିକ୍ଷକ

ନକଲି ଶିକ୍ଷକଙ୍କ ବିରୋଧରେ କଡ଼ା ଆକ୍ସନ । ୪ ନକଲି ଶିକ୍ଷକ ଶିକ୍ଷକଙ୍କୁ ବିଦାକରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ବହିଷ୍କୃତ ଶିକ୍ଷକ ହେଲେ ସଞ୍ଜିତ ପାଣି ମହାନନ୍ଦ, ମୃଣ୍ମୟୀ ପଣ୍ଡା, ବିରଞ୍ଚି ପ୍ରସାଦ ନାୟକ ଓ ଅଲମା ଟପୋ । ସମସ୍ତେ ନକଲି ସାର୍ଟିଫିକେଟ ଦେଇ ସରକାରୀ ଚାକିରି ହାତେଇଥିଲେ ।

ବଲାଙ୍ଗିର (କେନ୍ୟୁଜ): ନକଲି ଶିକ୍ଷକଙ୍କ ବିରୋଧରେ କଡ଼ା ଆକ୍ସନ । ୪ ନକଲି ଶିକ୍ଷକ ଶିକ୍ଷକଙ୍କୁ ବିଦାକରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ବହିଷ୍କୃତ ଶିକ୍ଷକ ହେଲେ ସଞ୍ଜିତ ପାଣି ମହାନନ୍ଦ, ମୃଣ୍ମୟୀ ପଣ୍ଡା, ବିରଞ୍ଚି ପ୍ରସାଦ ନାୟକ ଓ ଅଲମା ଟପୋ । ସମସ୍ତେ ନକଲି ସାର୍ଟିଫିକେଟ ଦେଇ ସରକାରୀ ଚାକିରି ହାତେଇଥିଲେ ।

ଗତ ୧୦ତାରିଖରେ ରଣ୍ଡା ହାଇସ୍କୁଲର ହିନ୍ଦୀ ଶିକ୍ଷୟିତ୍ରୀ ମୃଣ୍ମୟୀ ପଣ୍ଡାଙ୍କୁ ଗିରଫ କରିଥିଲା ପୋଲିସ I ଜାଲ ସାର୍ଟିଫିକେଟରେ ୨୦୧୨ରୁ ଚାକିରି କରୁଥିବା ଵଲାଙ୍ଗିର ଡିଇଓ ଙ୍କ ଅଭିଯୋଗ ଆଧାରରେ ଗିରଫ ହୋଇଥିଲେ। ତାଙ୍କ ସହିତ ଅନ୍ୟ ୩ ଜଣ ଶିକ୍ଷକ ନକଲି ସାର୍ଟିଫିକେଟରେ ଚାକିରି କରିଥିବାନେଇ ଜଣାପଡ଼ିଥିଲା । ଏନେଇ ଟାଉନଥାନାରେ ଅଭିଯୋଗ କରିଥିଲେ ଜିଲ୍ଲା ଶିକ୍ଷାଧିକାରୀ । ଅନ୍ୟ ତିନି ନକଲି ଶିକ୍ଷକ ଏବେ ବି ଫେରାର ଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.