ରାଜ୍ୟ

୪ କଲରାପତରିଆ ବାଘ ଛାଲ ଜବତ, ୩ ଶିକାରୀ ଗିରଫ

ମୟୁରଭଞ୍ଜ : ୪ କଲରାପତରିଆ ବାଘ ଛାଲ ଜବତ । ୩ ଶିକାରୀ ଗିରଫ । ଶିମିଳିପାଳ ପାଦଦେଶରେ ଖୁଣ୍ଟା ଥାନା ଅନ୍ତର୍ଗତ ବହଳଦା ଗ୍ରାମରେ ଚଢ଼ାଉ କରି ବନବିଭାଗ ଏହି ସଫଳତା ପାଇଛି । ବାରିପଦା ବନଖଣ୍ଡ ଅଧିକାରୀ ଓ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଉପ ନିର୍ଦ୍ଦେଶକଙ୍କ ମିଳିତ ଚଢ଼ାଉରେ ୪ଟି କଲରାପତରିଆ ବାଘ ଛାଲ ଜବତ କରାଯାଇଛି ।

ଏହି ଘଟଣାରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ସେମାନଙ୍କ ନିକଟରୁ ତିନିଟି ମୋବାଇଲ ଫୋନ ଜବତ ହୋଇଛି । ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀ ଓ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡା ମିଳିତ ଭାବେ ଚଢ଼ାଉର ରୂପରେଖ ସ୍ଥିର କରିଥିଲେ । ଉଭୟଙ୍କ ଅଧିନରେ ଥିବା ଅଧିକାରୀଙ୍କ ସମେତ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଓ ରାଇରଙ୍ଗପୁର ବନଖଣ୍ଡ ଅଧିକାରୀଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇଥିଲା ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

11 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago