କେନ୍ଦୁଝର ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବଜ୍ରାଘାତ : ୪ବର୍ଷର ଶିଶୁ ମୃତ, ଯୁବତୀ ଗୁରୁତର

ଆନନ୍ଦପୁର : କେନ୍ଦୁଝର ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବଜ୍ରାଘାତ । ବଜ୍ରପାତରେ ଶିଶୁ ମୃତ, ଯୁବତୀ ଗୁରୁତର । ସୂଚନା ଅନୁଯାୟୀ, ଏକ ୪ବର୍ଷର ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଯୁବତୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଶିଶୁଟିକୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.