ରାଜ୍ୟ

ଅଜଣା ଜନ୍ତୁ ଆକ୍ରମଣରେ ୪୦ ମେଣ୍ଡା ମୃତ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଳକ ଚାଉଳିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆରଦା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ଅଜଣା ଜନ୍ତୁ ଆକ୍ରମଣରେ ସାଧୁ ଚରଣ ରାଉତଙ୍କର ୪୨ଟି ମେଣ୍ଡାଙ୍କ ମୃତୁ ହୋଇଛି।

ମେଣ୍ଢାମାନଙ୍କର ମୁଣ୍ଡ ଓ ବେକରେ କ୍ଷତ ଚିହ୍ନ ଥିବା ବେଳେ କୈାଣହି ଏକ ଅଜଣା ଜନ୍ତୁ ରକ୍ତ ଶୋଷି ମେଣ୍ଢାମାନଙ୍କୁ ମାରିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଘଟଣା ସ୍ଥଳରେ ବନବିଭାଗ କର୍ମଚାରି ପହଞ୍ଚି ଘଟଣା ସଂପର୍କରେ ଅନୁଧ୍ୟାନ କରିଛନ୍ତି। ତେବେ ବନବିଭାଗ ଅନୁଧ୍ୟାନ ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ।

Niharanjan

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

13 mins ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

1 hour ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

2 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

3 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

3 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

4 hours ago